www.samajalive.in
Saturday, December 6, 2025
15.1 C
Bhubaneswar

୧୨ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ନୟାଗଡ ଆଦି ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଉତ୍ତର ଉପକୂଳ ଓଡିଶା ଓ ଏହାର ଆଖପାଖ ଅଞ୍ଚଳର ସୃଷ୍ଟି ହୋଇଥିବା ପୂର୍ଣ୍ଣିବଳୟ ପଶ୍ଚିମବଙ୍ଗର ଉତ୍ତରପଶ୍ଚିମ ଦିଗକୁ କରି ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ପତନ ଠାରୁ ୫.୮ରୁ ୭.୬ କିମି ଉର୍ଦ୍ଧ୍ବରେ ରହିଛି। ହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି।

- Advertisement -

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲା ନିମାପଡାରେ ସର୍ବାଧିକ ୧୩ ସେମି ଏବଂ ବାଲେଶ୍ବରରେ ୧୨ସେମି ବର୍ଷା ରେକର୍ଡ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories