www.samajalive.in
Sunday, December 14, 2025
26.1 C
Bhubaneswar

ପରୀ ହତ୍ୟା ଘଟଣା: ‘ଗିରଫ ହୋଇଥିବା ଯୁବକ ହିଁ ମୁଖ୍ୟ ଅଭିଯୁକ୍ତ, ଦୁଷ୍କର୍ମ ଉଦ୍ୟମରୁ ହିଁ ହତ୍ୟା ଘଟିଛି’- ଅରୁଣ ବୋଥ୍ରା

ନୟାଗଡ: ନୟାଗଡ଼ ପରୀ ହତ୍ୟା ଘଟଣାରେ ଯଦୁପୁରରେ ପହଞ୍ଚିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ତେବେ ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାଁ ଗଣମାଧ୍ୟରେ ପ୍ରକାଶ କରିନାହାନ୍ତି।

ହେଲେ ସେ  ସୂଚନା ଦେଇ କହିଛନ୍ତି ଯେ, ଅଭିଯୁକ୍ତ ବିରୋଧରେ ଯଥେଷ୍ଟ ପ୍ରମାଣ ଅଛି। ଆମେ ଯାହାକୁ ଗିରଫ କରିଛୁ, ତା ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ରହିଛି। ଦୁଷ୍କର୍ମ ଉଦ୍ୟମରୁ ହିଁ ହତ୍ୟା ଘଟିଛି। ଏସଆଇଟି ଗିରଫ ବ୍ୟକ୍ତି ହିଁ ମୁଖ୍ୟ ଅଭିଯୁକ୍ତ ବୋଲି ବୋଥ୍ରା କହିଛନ୍ତି । ଏହାସହ ଏହି ଘଟଣାରେ ତାକୁ କିଏ ସାହାଯ୍ୟ କରିଛି କି ନାହିଁ ତାହା ତଦନ୍ତ ହେବ।

- Advertisement -

ସେପଟେ ନୟାଗଡ଼ ପରୀ ହତ୍ୟା ମାମଲାରେ ଏସଆଇଟି ଖୋଳତାଡ଼ କରୁଛି। ଅଭିଯୁକ୍ତକୁ ନୟାଗଡ଼ ଜିଲ୍ଲା ହସ୍ପିଟାଲ ନିଆଯାଇ ସେଠାରେ ତାର ସ୍ୱାସ୍ଥ୍ୟର ମଧ୍ୟ ଯାଞ୍ଚ କରାଯାଇଥିଲା। ଅଭିଯୁକ୍ତର ସ୍ବାସ୍ଥ୍ୟ ଯାଞ୍ଚ ପରେ ତାକୁ ଯଦୁପୁର ନିଆଯାଇଛି। ପୂର୍ବରୁ ସକାଳେ ଏସଆଇଟି ୨ ଜଣ ଅଧିକାରୀ ଯଦୁପୁରରେ ପହଞ୍ଚି ସରୋଜ ସେଠୀଙ୍କ ମାଆଙ୍କୁ ପଚରାଉଚରା କରିଥିଲେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories