www.samajalive.in
Saturday, December 13, 2025
26.1 C
Bhubaneswar

ଖୋଲିଲା ଭିତରକନିକା

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ଖୋଲିଲା । କୁମ୍ଭୀର ପ୍ରଜନନ ଋତୁ ପାଇଁ ଏପ୍ରିଲ ପହିଲାରୁ ଜୁଲାଇ ଶେଷ ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗଗହଣରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories