www.samajalive.in
Friday, December 12, 2025
16.1 C
Bhubaneswar

ଶିବ ପ୍ରସାଦ ତ୍ରିପାଠୀ ହେଲେ ବିଜେଡ଼ି ରାଜ୍ୟ ପରିଷଦ ସଦସ୍ୟ

ଫୁଲବାଣୀ: କନ୍ଧମାଳ ଜିଲା ଫୁଲବାଣୀ ନିର୍ବାଚନ ମଣ୍ଡଳିର ରାଜ୍ୟ ପରିଷଦ ସଦସ୍ୟଭାବେ ମନୋନୀତ ହୋଇଛନ୍ତି ଆଇନଜୀବି ଶିବ ପ୍ରସାଦ ତ୍ରିପାଠୀ। ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ତ୍ରିପାଠୀଙ୍କୁ ମନୋନୀତ କରିଥିବା ବେଳେ ଶ୍ରୀ ତ୍ରିପାଠୀଙ୍କୁ ନିର୍ବାଚନ ମଣ୍ଡଳିର ବିିଭିନ୍ନ ମହଲରେ ଶୁଭେଚ୍ଛା ଜଣାଯାଇଛି। ଜଣେ କ୍ରୀଡ଼ାବିତ୍‍, ସାମ୍ବାଦିକ ଓ ସମାଜସେବୀ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଶ୍ରୀ ତ୍ରପାଠୀ ରାଜ୍ୟ ପରିଷଦ ସଦସ୍ୟଭାବେ ମନୋନୀତ ହେବା ପରେ ସେ ମୁଖ୍ୟମନ୍ତ୍ରୀ, କନ୍ଧମାଳ ସାଂସଦ ଡ଼.ଅଚ୍ୟୁୁତ ସାମନ୍ତ, ଜିଲା ବିଜେଡ଼ି ସଭାପତି ସରୋଜ କର୍ଣ୍ଣ ଓ ଫୁଲବାଣୀ ବିଧାୟକ ଅଙ୍ଗଦ କହଁରଙ୍କ ସମେତ ଅନ୍ୟମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories