www.samajalive.in
Thursday, December 11, 2025
23.1 C
Bhubaneswar

ରାଜ୍ୟରେ ଆଉ ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୦ଜଣ ଚିହ୍ନଟ ହୋଇଥିବାବେଳେ ୧୫୪ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories