www.samajalive.in
Monday, December 8, 2025
20.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ପଜିଟିଭ ୨୩ ହଜାର ୬୮; ସୁସ୍ଥ ୨୪,୬୬୧

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ସହ ୩୦ ହଜାର ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ୨୩ ହଜାର ୬୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ଓ ୨୪,୬୬୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୩୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂକ୍ୟା ୧ ଲକ୍ଷ ୪୭ ହଜାର ୯୨ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ଲକ୍ଷ ୪୬ ହଜାର ୮୪୬କୁ ବୃଦ୍ଧି ପାଇଛି। ୨,୮୧,୯୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୭,୧୭,୮୩୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories