www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ମୋଟ ପଜିଟିଭ ୩,୨୭,୮୬୭ ; ନୂଆ ଆକ୍ରାନ୍ତ ୩୨୫

ଭୁବନେଶ୍ୱର :ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ମଧ୍ୟରେ ସୀମିତ ଥିବା ବେଳେ ଆଜି ଏଥିରେ କିଛି ବୃଦ୍ଧି ହେଉଥିବା ଦେଖାଯାଇଛି। ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୨୫ ନୂଆ ଆକ୍ରାନ୍ତ । ସଙ୍ଗରୋଧ କେନ୍ଦ୍ରରୁ ୧୮୭, ସ୍ଥାନୀୟ ୧୩୮ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭କୁ ବୃଦ୍ଧି ପାଇଛି। ୩,୨୨,୯୭୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୯୮୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୪ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୬ ଓ ସୁନ୍ଦରଗଡରୁ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୩୨, ବାଲେଶ୍ୱର ୨୮, ବରଗଡ ୧୮, ଭଦ୍ରକ ୪, ବଲାଙ୍ଗୀର ୧୨, କଟକ ୧୯, ଦେଓଗଡ ୪, ଢେଙ୍କାନାଳ ୧, ଗଞ୍ଜାମ ୫, ଜଗତସିଂହପୁର ୧, ଯାଜପୁର ୧୭, ଝାରସୁଗୁଡ଼ା ୧୧, କଳାହାଣ୍ଡି ୫, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧୧, ମୟୁରଭଞ୍ଜ ୧୮, ନବରଙ୍ଗପୁର ୨, ନୟାଗଡ ୪, ନୂଆପଡା ୧୮, ପୁରୀ ୪, ସମ୍ବଲପୁର ୨୧, ସୋନପୁର ୨, ଷ୍ଟେଟ ପୁଲରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories