www.samajalive.in
Saturday, December 13, 2025
14.1 C
Bhubaneswar

୩୭୧ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୪୯କୁ ବୃଦ୍ଧି

ଭୁବନେଶ୍ବର : ଶନିବାର ରାଜ୍ୟରୁ ଆଉ ୩୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୪୯କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୭, ସୁନ୍ଦରଗଡ଼ରୁ ୩୮, ଅନୁଗୋଳରୁ ୩୨, ବଲାଙ୍ଗୀର ଓ କଟକରୁ ୨୮ ଜଣ ଲେଖାଏଁ, ସମ୍ବଲପୁରରୁ ୨୭, କେନ୍ଦୁଝରରୁ ୨୦, ବାଲେଶ୍ବର, ଯାଜପୁର ଓ ମୟୂରଭଞ୍ଜରୁ ୧୬ ଜଣ ଲେଖାଏଁ ଏବଂ ନୂଆପଡାରୁ ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ଜଗତସିଂହପୁରରୁ ୧୧, କେନ୍ଦ୍ରାପଡାରୁ ୯, ବରଗଡ଼ରୁ ୮, ଝାରସୁଗୁଡାରୁ ୭, ଢେଙ୍କାନାଳ ଓ  କୋରାପୁଟରୁ ୬ ଜଣେ  ଲେଖାଁଏ, ଭଦ୍ରକରୁ ୫,  ଗଜପତି ଓ ଗଞ୍ଜାମରୁ  ୪ ଜଣ ଲେଖାଏଁ, କଳାହାଣ୍ଡି, ନବରଙ୍ଗପୁର, ପୁରୀ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ମାଲକାନଗିରି ଓ  ସୁବର୍ଣ୍ଣପୁରରୁ ୨ଜଣ ଲେଖାଁଏ ଏବଂ ଦେବଗଡ ଓ ନୟାଗଡ଼ରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟ ପକ୍ଷରେ  ଷ୍ଟେଟ୍ ପୁଲରୁ ୧୦ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୪୯କୁ ବୃଦ୍ଧି ପାଇଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories