www.samajalive.in
Wednesday, December 10, 2025
14.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୪ ଗିରଫ, ଜରିମାନା ଆଦାୟ ୧୮,୨୪,୦୪୦ ଟଙ୍କା

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ଜଣଙ୍କ ବିରୁଦ୍ଧରେ ମାମଲା ଦାଏର କରାଯାଇଛି। କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୧୪ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୩୯ ଟି ଗାଡ଼ି ଜବତ ହୋଇଛି ଏବଂ ୧୮,୨୪,୦୪୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

- Advertisement -

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୭,୯୯,୯୫୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୮,୨୦୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୨୩,୩୭୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୫୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨,୯୧୩ ରହିଛି। ୨,୯୧୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories