www.samajalive.in
Monday, December 8, 2025
14.1 C
Bhubaneswar

ବିଶ୍ବନାଥ ପଶାୟତ ମେମୋରିଆଲ୍‌ କମିଟି ପକ୍ଷରୁ ୫୦,୦୦୦ଟଙ୍କା ‘ସମାଜ ରିଲିଫ ପାଣ୍ଠି’କୁ ଦାନ

କଟକ : ପ୍ରଖ୍ୟାତ ସ୍ବାଧୀନତା ସଂଗ୍ରାମୀ ତଥା ବିଶିଷ୍ଟ ଆଇନଜୀବୀ ବିଶ୍ବନାଥ ପଶାୟତଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଶ୍ବନାଥ ପଶାୟତ ମେମୋରିଆଲ୍‌ କମିଟି ପକ୍ଷରୁ ‘ସମାଜ ରିଲିଫ ପାଣ୍ଠି’କୁ ୫୦,୦୦୦ଟଙ୍କା ଦାନ କରାଯାଇଛି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ତଥା ସ୍ବର୍ଗତ ବିଶ୍ବନାଥ ପଶାୟତଙ୍କ ସୁପୁତ୍ରଙ୍କ ପରାମର୍ଶକ୍ରମେ ‘ବିଶ୍ବନାଥ ପଶାୟତ ମେମୋରିଆଲ୍‌ କମିଟି’ର ଅଧ୍ୟକ୍ଷ ତଥା ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ମହାନ୍ତି ଓ ଆବାହକ ତଥା ବରିଷ୍ଠ ଆଇନଜୀବୀ ଜଗନ୍ନାଥ ପଟ୍ଟନାୟକ ଏହି ରାଶି ରିଲିଫ କମିଟିକୁ ଦାନ କରିଛନ୍ତି। ରାଜ୍ୟର ଦୁଃସ୍ଥ, ଅସହାୟ ଓ ଗରିବ ଲୋକଙ୍କ କଲ୍ୟାଣ ପାଇଁ ପ୍ରଦତ୍ତ ରାଶି ଖର୍ଚ୍ଚ କରାଯିବା ପାଇଁ କମିଟି ତରଫରୁ ଅନୁରୋଧ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories