www.samajalive.in
Friday, December 5, 2025
26.1 C
Bhubaneswar

୨୦,୦୨୧ ନୂଆ ଆକ୍ରାନ୍ତ ଚିହ୍ନଟ ; ୨୭୯ ମୃତ

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଛି। ଦିନକରେ ୨୦,୦୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ୨୭୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୭ ହଜାର ୯୦୧ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୨,୦୭,୮୭୧କୁ ବୃଦ୍ଧି ପାଇଛି। ୨,୭୭,୩୦୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୭,୮୨,୬୬୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories