www.samajalive.in
Saturday, December 13, 2025
21.1 C
Bhubaneswar

ଭିଜିଲାନ୍ସ ଜାଲରେ ସମବାୟ ସମିତିର ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜର

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ  ବଲାଙ୍ଗୀର କେନ୍ଦ୍ର ସମବାୟ ସମିତିର ଆସିଷ୍ଟାଣ୍ଟ ଆକାଉଣ୍ଟ ମ୍ୟାନେଜର ସୁଧୀର ନନ୍ଦ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସୁଧୀରଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ବଲାଙ୍ଗୀର ପ୍ୟାଲେସ ଲାଇନ୍ ସ୍ଥିତ ନିଜ ଘରେ, ରୁଗୁଡ଼ିପଡ଼ା ସ୍ଥିତ ସଂପର୍କୀୟଙ୍କ ଘରେ ଓ ବିଡିସିସି ବ୍ୟାଙ୍କରେ ଏକକାଳୀନ ଚଢାଉ ଜାରି ରହିଛି। ଏହି ଚଢ଼ାଉରେ ବଲାଙ୍ଗୀର, ବରଗଡ, ସୋନପୁର ଓ ସମ୍ବଲପୁରର ଭିଜିଲାନ୍ସ ଟିମ ସାମିଲ ଅଛନ୍ତି। ଚଢାଉ ବେଳେ ସୁନା, ନଗଦ ଟଙ୍କା, ୩ଟି ଜମି କାଗଜପତ୍ର , ବ୍ୟାଙ୍କ ପାସବୁକ୍ ଜବତ ହୋଇଛି। ପୂର୍ବରୁ ସୁଧୀର ନନ୍ଦଙ୍କ ନାଁରେ ଅନେକ ଅଭିଯୋଗ ରହିଛି ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories