www.samajalive.in
Friday, December 12, 2025
19.1 C
Bhubaneswar

ଆଖି ତଳ କଳାଦାଗର ଉପଚାର

ଶୀତଦିନିଆ ଥଣ୍ଡା ପରିବେଶ କାରଣରୁ କେତେଜଣଙ୍କର ଆଖି ତଳ କଳାଦାଗ ସମସ୍ୟା ବଢ଼େ। ଏଥିରୁ ରକ୍ଷା ପାଇବାକୁ କେତୋଟି ସରଳ ଘରୋଇ ଉପଚାର:
– ବାଦାମ ତେଲ ୧ଚାମଚ ଓ ଲେମ୍ବୁ ରସ ଅଧ ଚାମଚକୁ ମିଶାଇ ତୁଳାରେ ନେଇ ଆଖି ତଳ କଳାଦାଗରେ ଲଗାଇ ୨ମିନିଟ୍‌ ମାଲିସ୍ କରନ୍ତୁ। ରାତିରେ ଏଇ ପ୍ୟାକ୍ ଲଗାଇ ଶୋଇବା ଭଲ। ସପ୍ତାହେ କରିବା ପରେ ଫରକ୍ ଜାଣିପାରିବେ।
– କଞ୍ଚା ଖିରରେ ଭିଟାମିନ୍ ଇ ମିଶାଇ ଆଖି ଚାରିପାଖେ ମାଲିସ୍ କରନ୍ତୁ। ସ୍ନାନ ପୂର୍ବରୁ ଏହି ପ୍ୟାକ୍ ଲଗାନ୍ତୁ। ଆଖି ତଳ କଳାଦାଗ ଦୂର ହେବା ପରେ ମଧ୍ୟ ଏଇ ପ୍ୟାକ୍ ଲଗାଇଲେ ଆଖି ବିନ୍ଧା ସମସ୍ୟା ଦୂର ହୁଏ।
– କାକୁଡ଼ି ଓ ଟମାଟୋ ରସ ସମପରିମାଣରେ ମିଶାଇ ଆଖି ତଳ କଳାଦାଗରେ ଲଗାଇବା ଭଲ। ପ୍ରତିଦିନ ଏଇ ପ୍ୟାକ୍ ଲଗାଇଲେ ଶୀଘ୍ର ଫରକ୍ ଜାଣିପାରିବେ।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories