www.samajalive.in
Saturday, December 13, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ କୋଟି ପତି ଡ୍ରାଇଭର

ଧର୍ମଗଡ଼: ପୁଣି ଭିଜିଲାନ୍ସ ଜାଲରେ କୋଟିପତି ଡ୍ରାଇଭର। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ପୂର୍ବତନ ଇନ୍ଦିରାବତୀ ପ୍ରକଳ୍ପ ନିର୍ବାହୀ ଜନ୍ତ୍ରିଙ୍କ ଡ୍ରାଇଭର ରମେଶ ଚନ୍ଦ୍ର ପଣ୍ଡାଙ୍କ ଘରେ ଚଢାଉ। ଆର୍ୟବହିଭୁତ ସମ୍ପତି ଠୁଳ ଅଭିଯୋଗରେ ଧର୍ମଗଡ଼ ସ୍ଥିତ ବାସ ଭବନ ଓ ତାଙ୍କ ଲଜ ବା ଦୀନବନ୍ଧୁ ଭବନରେ ଏକକାଳୀନ ଭାବରେ ଚଢ଼ାଉ ଜାରି ରହିଛି। ମାଲକାନଗିରି ଡିଏସପି ସୁଶାନ୍ତ କୁମାର ବିଶ୍ୱାଳଙ୍କ ନେତୃତ୍ବରେ ଭିଜିଲାନ୍ସର ୪ଟି ଟିମ‌ ଦ୍ବାରା ଚଢାଉ ଜାରି ରହିଛି।

ପ୍ରାଥମିକ ସୂଚନା ଅନୁଯାୟୀ, ସୁନା ଗହଣା, ଜମି କାଗଜପତ୍ର, ବିମା କାଗଜପତ୍ର ,ଏଟିଏମ ବର୍ତ୍ତମାନ ସୁଦ୍ଧା ଜବତ କରାଯିବା ସହ ଅଧିକ ଚଢାଉ ଜାରି ରହିଛି। ଏହି ଚଢାଉ ଭିଜିଲାନ୍ସ ବାଭାଗର ମାଲକାନଗିରି ଡିଏସପି ସୁଶାନ୍ତ କୁମାର ବିଶ୍ବାଳ ଓ ନବରଙ୍ଗପୁର ଇନ୍ସପେକ୍ଟର କଲାବତି ବାଗଙ୍କ ନେତୃତ୍ବରେ ଜାରି ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories