www.samajalive.in
Friday, December 5, 2025
23.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ସୁସ୍ଥ ୨୬,୫୭୨ ; ନୂଆ ପଜିଟିଭ ୨୦,୫୫୦

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ୨୦ ହଜାରରୁ ଅଧିକ କିମ୍ବା କମ ରହୁଥିବା ଦେଖାଯାଉଛି। ମୃତକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତକାଲି ଜଣାପଡିଥିବା ପଜିଟିଭଙ୍କ ତୁଳନାରେ ଆଜି ଚିହ୍ନଟ ପଜିଟିଭଙ୍କ ସଂଖ୍ୟାରେ ବୃଦ୍ଧି ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଦେଶରେ ୨୦,୫୫୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୬,୫୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୮୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧,୪୮,୪୩୯ରେ ପହଞ୍ଚିଛି। ସେହିପରି ପଜିଟିଭଙ୍କ ସଂଖ୍ୟା୧,୦୨,୪୪,୮୫୩କୁ ବୃଦ୍ଧି ପାଇଛି। ୨,୬୨,୨୭୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯,୮୩,୪୧୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories