www.samajalive.in
Saturday, December 6, 2025
15.1 C
Bhubaneswar

ପୋଖରୀରୁ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁରର ବଡବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ ହନୁମାନ ମନ୍ଦିର ନିକଟ ସ୍ମଶାନ ଘାଟ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ଓମ ନଗର ଅଂଚଳର ହୃଷିକେଶ ମହାପାତ୍ର ବୋଲି ସୂଚନା ମିଳୁଛି । ଗତକାଲି ରାତିରୁ ସେ ପୋଖରୀରେ ପଡି ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ତେବେ ସେ ପ୍ୟାଣ୍ଟ ସାର୍ଟ ପିନ୍ଧି ପୋଖରୀ ନିକଟକୁ କୁଆଡ଼େ ଯାଇଥିଲେ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ତାଙ୍କୁ ହତ୍ୟା କରାଯାଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories