www.samajalive.in
Saturday, December 6, 2025
26.1 C
Bhubaneswar

ବସ ଧକ୍କାରେ ଡାକ୍ତର ମୃତ

ଭୁବନେଶ୍ୱର: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡାକ୍ତରଙ୍କ ମୃତ ଘଟିଛି। ଗୁରୁବାର ସକାଳେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ୍ ନିକଟରେ ଏକ ବସ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରୁ ବସ୍‌ଚାଳକ ଓ ହେଲପର୍‌ ଫେରାର୍ ହୋଇଯାଇ ଥିବା ବେଳେ ପୁଲିସ ପହଞ୍ଚି ଶବ ଜବତ କରିଛି। ମୃତକଙ୍କ ନାମ ବସନ୍ତ ରାଉତ ଓ ଅନୁଗୁଳ ଜିଲାର କାର୍ଯ୍ୟରତ ଜଣେ ମେଡିସିନ୍ ସ୍ପେଶାଲିଷ୍ଟ୍ ବୋଲି ଜଣାପଡିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories