www.samajalive.in
Sunday, December 14, 2025
16.1 C
Bhubaneswar

ସୁସ୍ଥ ହେଲେ ଆଉ ୨୩୨ କରୋନା ଆକ୍ରାନ୍ତ : ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୯୬୫କୁ ବୃଦ୍ଧି

ଭୁବନେଶ୍ବର : ଶନିବାର ରାଜ୍ୟରୁ ଆଉ ୨୩୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୯୬୫କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଅନୁଗୋଳରୁ ସର୍ବାଧିକ ୩୨, ବଲାଙ୍ଗୀରରୁ ୨୬, କଟକରୁ ୨୫, ସୁନ୍ଦରଗଡ଼ରୁ ୧୯, ବାଲେଶ୍ବରରୁ ୧୬, ଯାଜପୁରରୁ ୧୫, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୧୪ ଜଣ ଲେଖାଏଁ, ଝାରସୁଗୁଡା ଓ ନୂଆପଡାରୁ ୧୧ ଜଣ ଲେଖାଏଁ ଏବଂ କେନ୍ଦୁଝରରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି  ଖୋର୍ଦ୍ଧାରୁ ୧୦, ଭଦ୍ରକ ଓ କଳାହାଣ୍ଡିରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ ସମ୍ବଲପୁରରୁ ୪ ଜଣ ଲେଖାଏଁ, ବରଗଡ଼, ଜଗତସିଂହପୁର ଓ ପୁରୀରୁ ୨ ଜଣ ଲେଖାଏଁ, ଦେବଗଡ ଓ ଗଜପତିରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲରୁ ୩ ଜଣ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୯୬୫କୁ ବୃଦ୍ଧି ପାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories