www.samajalive.in
Saturday, December 6, 2025
26.1 C
Bhubaneswar

ଗଞ୍ଜାମରେ ଖୋଲିଲା ସମସ୍ତ ମନ୍ଦିର ; କୋଭିଡ ଗାଇଡଲାଇନ ମାନି ଶ୍ରଦ୍ଧାଳୁଙ୍କ ପୂଜାର୍ଚ୍ଚନା

ଗଞ୍ଜାମ : ଦୀର୍ଘ ୧୦ ମାସ ହେବ ରାଜ୍ୟର ସମସ୍ତ ଦେବାଳୟ ବନ୍ଦ ରଖାଯାଇଥିଲା। କୋଭିଡ ମହାମାରୀ ପାଇଁ ସଂକ୍ରମଣ ନ ବ୍ୟାପିବାକୁ ବହୁ ପଦକ୍ଷେପ ଗ୍ରହଣ କରାଯିବା ସହ ନିୟମାବଳୀ ଗ୍ରହଣ କରାଯାଇଥିଲା। ମାତ୍ର ଶ୍ରୀମନ୍ଦିର ଖୋଲାଯିବା ପରେ ରାଜ୍ୟର ବିଭିନ୍ନ ସ୍ଥାନ ସହ ଆଜି ଠାରୁ ଗଞ୍ଜାମରେ ଖୋଲିଲା ସମସ୍ତ ମନ୍ଦିର । କୋଭିଡ ଗାଇଡଲାଇନ ମାନି ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରୁଛନ୍ତି। କରୋନା କଟକଣା ମଧ୍ୟରେ ଖୋଲିଛି ମନ୍ଦିର। ଗଞ୍ଜାମ ବ୍ରହ୍ମପୁରର ପ୍ରସିଦ୍ଧ ନୀଳକଣ୍ଠ ନଗର ଶିବ ମନ୍ଦିର ସହ ଅନ୍ୟାନ୍ୟ ମନ୍ଦିରକୁ ଯାଇ ଶ୍ରଦ୍ଧାଳୁ ଦର୍ଶନ ଆରମ୍ଭ କରିଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories