www.samajalive.in
Tuesday, December 9, 2025
23.1 C
Bhubaneswar

ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶନିବାର ସକାଳେ ଏକ ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କଲକାତାର ଉଡ୍‌ଲାଣ୍ଡ୍‌ସ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲକୁ ନିଆଯାଇଥିଲା। ଆଞ୍ଜିଓପ୍ଲାଷ୍ଟି ପରେ ତାଙ୍କ ହୃଦପିଣ୍ଡରେ ତିନୋଟି ବ୍ଲକେଜ ଥିବା ଜଣାପଡ଼ିଛି। ଆଜି ପ୍ରଧାନମନ୍ତ୍ରୀ ମୋଦି ସୌରଭଙ୍କ ସହ ସକାଳେ କଥା ହୋଇଥିଲେ ପରେ ଗାଙ୍ଗୁଲିଙ୍କ ସ୍ତ୍ରୀ ଡୋନା ଗାଙ୍ଗୁଲିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏଥିସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories