www.samajalive.in
Thursday, December 11, 2025
26.1 C
Bhubaneswar

ଚିଲିକାରେ ଆରମ୍ଭ ପକ୍ଷୀଗଣନା

ଚିଲିକା : ଚିଲିକାରେ ଆରମ୍ଭ ହୋଇଛି ପକ୍ଷୀଗଣନା। ୫ଟି ରେଞ୍ଜରେ ୨୧ଟି ଟିମ ପକ୍ଷୀଗଣନା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ୧୧୧ ଜଣ ଟିମ ସଦସ୍ୟଙ୍କ ଦ୍ୱାରା ପକ୍ଷୀଗଣନା ଚାଲୁଛି। ଜଳଭାଗରେ ୧୯ଟି ଟିମ, ସ୍ଥଳଭାଗରେ ୨ଟି ଟିମ ପକ୍ଷୀଗଣନା କରୁଛନ୍ତି। ଗଣନା ଚାଲୁ ରହିଥିବାରୁ ଏଯାଏଁ କେତେ ପକ୍ଷୀ ଗଣନା ହୋଇଛନ୍ତି, ସେନେଇ ସୂଚନା ମିଳିପାରି ନାହିଁ।

 

Hot this week

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

Related Articles

Popular Categories