www.samajalive.in
Tuesday, December 9, 2025
15.1 C
Bhubaneswar

ଟିକା ୧୦୦% ସୁରକ୍ଷା ଦେଇପାରିବ ନାହିଁ; ମାସ୍କ ଜରୁରୀ

ନୂଆଦିଲ୍ଲୀ: କରୋନା ସଂକ୍ରମଣରୁ ରକ୍ଷା ପାଇଁ ଟିକାକରଣ ପ୍ରକ୍ରିୟା ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ତେବେ ଏହି ଟିକା କରୋନା ଭୂତାଣୁ ସଂକ୍ରମଣରୁ ୧୦୦% ସୁରକ୍ଷା ଦେବ ବୋଲି କୌଣସି ଗ୍ୟାରେଣ୍ଟି ନାହିଁ। କରୋନା ସଂକ୍ରମଣରୁ ରକ୍ଷା ପାଇଁ ମାସ୍କ ଜରୁରୀ ଆବଶ୍ୟକ ବୋଲି ବିଶେଷଜ୍ଞମାନେ କହିଛନ୍ତି। ମୁମ୍ବଇ ହିନ୍ଦୁଜା ହସ୍ପିଟାଲର ଡାକ୍ତର ଭରେଶ ଡେଢିଆ କହିଛନ୍ତି ଯେ କରୋନା ଟିକା ସଂକ୍ରମଣରୁ କେତେଦୂର ରକ୍ଷା କରିପାରୁଛି ତାହା ଉପରେ ଏବେ କିଛି ଗ୍ୟାରେଣ୍ଟି ଦିଆଯାଇପାରିବ ନାହିଁ। ଟିକାକରଣ ପ୍ରକ୍ରିୟା ସମ୍ପୂର୍ଣ୍ଣ ଶେଷ ହେବା ପରେ ଏହା ଉପରେ କିଛି ଗ୍ୟାରେଣ୍ଟି ଦିଆଯାଇପାରିବ। ଏଥିପାଇଁ ଆଉ ୬ରୁ ୧୨ମାସ ଅପେକ୍ଷା କରିବାକୁ ପଡିବ। ​‌େ​‌ସ ସମୟ ପର୍ଯ୍ୟନ୍ତ ଆମକୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା, ବାହାରେ ବୁଲାବୁଲି ଆଦିରୁ ଦୂରେଇ ରହିବାକୁ ପଡିବ ବୋଲି ଡାକ୍ତର ମାଲା ଭି କାନେରିଆ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories