www.samajalive.in
Sunday, December 7, 2025
26.1 C
Bhubaneswar

ଲୁଟ୍ ପାଇଁ ଗୁଳିକରି ହତ୍ୟା !

ଢେଙ୍କାନାଳ: ଢେଙ୍କାନାଳ ଜିଲା  ଅପହଞ୍ଚ ଇଲାକା ନଗଡା ନିକଟର ଗୁଳି ମାଡରେ ଜଣଙ୍କ ମୃତ୍ୟୁ ହୋଇଛି । ଲୁଟ୍ ପାଇଁ ଗୁଳିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତକ ଜଣଙ୍କ ହେଲେ ଭୁବନ କୁନିଦା ଗାଁର ଗୋବିନ୍ଦ ବେହେରା। ନିଜ ଗାଁର ଅନ୍ୟ ଦୁଇଜଣଙ୍କ ସହ ମଇଁଷି କିଣିବାକୁ ନଗଡା ନିକଟକୁ ଯାଇଥିଲେ ଗୋବିନ୍ଦ। ଚାରିଜଣ ଦୁର୍ବୃତ୍ତ ଗୁଳିମାଡ଼ କରି ୩୦ ହଜାର ଟଙ୍କା ଲୁଟି ନେଇଥିବାଗୋବିନ୍ଦଙ୍କ ସାଥୀ କହିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories