www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ନୂଆ ପଜିଟିଭ ୨୦୬; ସକ୍ରିୟ ଆକ୍ରାନ୍ତ ୨,୧୨୪

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ସହ ୩୦୦ ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ଆଉ ୨୦୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୧୯, ସ୍ଥାନୀୟ ୮୭। ମୋଟ ପଜିଟିଭ ୩,୩୧,୬୦୨କୁ ବୃଦ୍ଧି ପାଇଛି। ୩,୨୭,୫୩୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୧୨୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୨୭, ସୁନ୍ଦରଗଡ଼ ଓ ବଲାଙ୍ଗୀରରୁ ୨୬ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ବାଲେଶ୍ୱର ୨, ବରଗଡ ୧୬, ଭଦ୍ରକ ୨, ବୌଦ୍ଧ ୨, କଟକ ୬, ଦେଓଗଡ ୧, ଢେଙ୍କାନାଳ ୧, ଗଜପତି ୫, ଗଞ୍ଜାମ ୩, ଯାଜପୁର ୧୦, ଝାରସୁଗୁଡା ୯, କେନ୍ଦ୍ରାପଡା ୪, କେନ୍ଦୁଝର ୭, ଖୋର୍ଦ୍ଧା ୧୮, ମୟୁରଭଞ୍ଜ ୮, ନୂଆପଡ଼ା ୬, ପୁରୀ ୪, ରାୟଗଡା ୧, ସମ୍ବଲପୁର ୧୬, ସୋନପୁର ୩, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories