www.samajalive.in
Friday, December 12, 2025
16.1 C
Bhubaneswar

ବ୍ୟବସାୟୀଙ୍କ ଘରୁ ଟଙ୍କା ଓ ସୁନାଗହଣା ଲୁଟ

ଭବାନୀପାଟଣା : କଳାହାଣ୍ଡି ଜିଲାର କେଗାଁ ଥାନା ଅଧିନ ବୋର୍ଡା ଗ୍ରାମର ଜୈନିକ ବ୍ୟବସାୟୀଙ୍କ ଘରୁ ଲୁଟ ହୋଇଥିବା ରବିବାର ଜଣାପଡ଼ିଛି। ଗତ ୯ ତାରିଖ ମଧ୍ୟ ରାତ୍ରରେ ବ୍ୟବସାୟୀଙ୍କ ଘରେ ୫ ରୁ ୭ ଜଣ ସଶସ୍ତ୍ର ଡକାୟତ ପସି ପରିବାର ସଦସ୍ୟଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହିତ ବନ୍ଧୁକ ମୁନରେ ନଗଦ ୯ଲକ୍ଷ ରୁ ଉର୍ଦ୍ଧ ଟଙ୍କା ଓ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନାଗହଣା ଲୁଟି ନେଇଛନ୍ତି । ଖବର ପାଇ ଏସ୍ ପି , କେଗାଁ ଆଇ ଆଇ ସି ଓ ବୋର୍ଡା ଫାଣ୍ଡି ଅଧିକାରୀ  ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories