www.samajalive.in
Saturday, December 13, 2025
26.1 C
Bhubaneswar

ଛେଣ୍ଡିପଦାରେ ଭବ୍ୟ ସ୍ୱାଗତ ପାଇଁ ଦଳର କାର୍ଯ୍ୟକର୍ତ୍ତା ଓ ସ୍ଥାନୀୟ ଲୋକମାନଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଛେଣ୍ଡିପଦା : ଅନୁଗୁଳ ଛେଣ୍ଡିପଦା ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ନତଡା ଆମ୍ବପାଳ ଠାରେ ଦଳର କାର୍ଯ୍ୟକର୍ତା ଓ ସ୍ଥାନୀୟ ଲୋକମାନେ ଭବ୍ୟ ସ୍ୱାଗତ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଏକ ସ୍ୱତନ୍ତ୍ର ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଯେ ଧୀରେ ଧୀରେ ଶିଳ୍ପାଞ୍ଚଳରେ ପରିଣତ ହେଉଥିବା ଛେଣ୍ଡିପଦା ନିର୍ବାଚନ ମଣ୍ଡଳିର ନତଡା ଆମ୍ବପାଳ ଅଞ୍ଚଳର ବିକାଶ, ରୋଜଗାର, ସ୍ୱରୋଜଗାର ସମସ୍ୟାର ସମାଧାନ ସ୍ଥାନୀୟ ଲୋକମାନଙ୍କ ସ୍ୱାର୍ଥ ଆଧାରରେ କରିବା ପାଇଁ ସମସ୍ତେ ସାମୂହିକ ପ୍ରଚେଷ୍ଟା କରିବା ନେଇ ଶ୍ରୀ ପ୍ରଧାନ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories