www.samajalive.in
Monday, December 8, 2025
20.1 C
Bhubaneswar

ଜଷ୍ଟିସ୍‍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରିଙ୍କୁ ନିଯୁକ୍ତ କରାଯାଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ବିନୀତ ଶରଣଙ୍କ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ହୋଇଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ୍‍ ଜାଭେରିଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories