www.samajalive.in
Friday, December 12, 2025
14.1 C
Bhubaneswar

ହରଭଙ୍ଗା ବ୍ଲକ ପଂଚାୟତ ସମିତି ବୈଠକ, ୪ ପ୍ରମୁଖ ବିଭାଗ ଅନୁପସ୍ଥିତ

ହରଭଙ୍ଗା: ହରଭଙ୍ଗା ବ୍ଲକ ରାମଗଡସ୍ଥିତ ଜଗନ୍ନାଥ ବନପ୍ରକଳ୍ପରେ ବୁଧବାର ବ୍ଲକ ଅଧ୍ୟକ୍ଷ ବିଶ୍ୱଜିତ ମିଶ୍ରଙ୍କ ଅଧ୍ୟକ୍ଷତାରେ ୧୬ତମ ପଂଚାୟତ ସମିତି ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବ୍ଲକ ଅଧ୍ୟକ୍ଷ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ପରେ ବୈଠକରେ ପୂର୍ବ ବୈଠକର ବିବରଣୀ ପଠନ ଓ ଅନୁମୋଦନ ବିଷୟରେ ଆଲୋଚନା କରାଯାଇଥିଲା।

- Advertisement -

ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ଜୀବିକା ମିଶନ, ମାଛଚାଷ ଓ ଉନ୍ନୟନ କାର୍ଯ୍ୟ ସଂର୍ପକରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ବୈଠକରେ ବ୍ଲକ ଯୋଗାଣ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗ, ଉଦ୍ୟାନ ବିଭାଗ ଏବଂ ଜଳ ସମ୍ପଦ କର୍ମଚାରୀଙ୍କ ଅନୁପସ୍ଥିତି ନେଇ ଉଦବେଗ ପ୍ରକାଶ ପାଇଥିଲା ଆଜିର ବୈଠକରେ ବ୍ଲକ ଚେୟାରମ୍ୟାନଙ୍କ ସହିତ ହରଭଙ୍ଗା ବି.ଡି.ଓ ନୀଳକ୍‍ଣ୍ଠ ବେହେରା, ବୌଦ୍ଧ ବିଧାୟକଙ୍କ ପ୍ରତିନିଧି ଶିତାଂଶୁ ମହାକୁଡ, କନ୍ଧମାଳ ସାଂସଦଙ୍କ ପ୍ରତିନିଧି ବିଶ୍ୱଜିତ ପ୍ରଧାନ, ବୌଦ୍ଧ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଅକ୍ରୁର ସେଠୀ, ଜିଲ୍ଲା ପରିଷଦ ସଭ୍ୟ ଅବକାଶ ସାହୁ, ଉପାଧ୍ୟକ୍ଷ ରଶ୍ମିତା ମହାକୁଡ, ସମସ୍ତ ପଂଚାୟତ ସଂରପଚ, ସମିତିସଭ୍ୟ ଏବଂ ବ୍ଲକ କର୍ମଚାରୀମାନେ ଯୋଗ ଦେଇଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories