www.samajalive.in
Thursday, December 11, 2025
27.1 C
Bhubaneswar

ଓଲଟିଲା ଗୋରୁ ବୋଝେଇ ଭ୍ୟାନ, ୫ ଗୋରୁ ମୃତ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ଭଦକ୍ର : ଭଦ୍ରକ ଜିଲା ଭଦ୍ରକ -ଧାମନଗର ରାସ୍ତାର ଭଣ୍ଡାରୀପଦି ଛକରେ ଆଜି ସକାଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫ ଗୋରୁଙ୍କ ମୃତ୍ୟୁ ହୋଇଛି। ଗୋରୁ ଚାଲାଣ ବେଳେ ପିକଅପ ଭ୍ୟାନ ଓଲଟିପଡି ଥିବା ଜଣାପଡ଼ିଛି। ଭ୍ୟାନ ଓଲଟି ପଡ଼ିବାରୁ ଗାଡ଼ିରୁ ଅନ୍ୟ ୨୦ଟି ଗୋରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଦୁର୍ଘଟଣା ପରେ ଗାଡ଼ି ଛାଡ଼ି ଫେରାର ହୋଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି ବୋଲି ସୂଚନା ମିଳିଛି।

 

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories