www.samajalive.in
Friday, December 5, 2025
17.1 C
Bhubaneswar

ରାଜ୍ୟରେ ନୂଆ ପଜିଟିଭ ୧୮୩ ; ସକ୍ରିୟ ଆକ୍ରାନ୍ତ ୨,୦୩୯

ଭୁବନେଶ୍ୱର : ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ସୀମିତ। ୨୪ ଘଣ୍ଟାରେ ନୂଆ ପଜିଟିଭ ୧୮୩। ସଙ୍ଗରୋଧ କେନ୍ଦ୍ରରୁ ୧୦୬, ସ୍ଥାନୀୟ ୭୭। ମୋଟ ପଜିଟିଭ ସଂଖ୍ୟା ୩,୩୩,୩୧୦କୁ ବୃଦ୍ଧି ପାଇଛି। ୩,୨୯,୩୧୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୦୩୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୨୦। ବାଲେଶ୍ୱର ୬, ବରଗଡ ୧୦, ଭଦ୍ରକ ୧, ବଲାଙ୍ଗୀର ୩, ବୌଦ୍ଧ ୧, କଟକ ୭, ଦେଓଗଡ ୨, ଗଜପତି ୩, ଗଞ୍ଜାମ ୧, ଯାଜପୁର ୭, ଝାରସୁଗୁଡ଼ା ୧୧, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୩, ଖୋର୍ଦ୍ଧା ୧୯, ମୟୁରଭଞ୍ଜ ୮, ନୟାଗଡ ୧, ନୂଆପଡ଼ା ୧୮, ପୁରୀ ୧୩, ସମ୍ବଲପୁର ୧୯, ସୁନ୍ଦରଗଡ ୧୮, ଷ୍ଟେଟ ପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories