www.samajalive.in
Monday, December 8, 2025
14.1 C
Bhubaneswar

ଶ୍ରୀ ସୋମନାଥ ଟ୍ରଷ୍ଟର ଅଧ୍ୟକ୍ଷ ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବସମ୍ମତିକ୍ରମେ ଶ୍ରୀ ସୋମନାଥ ଟ୍ରଷ୍ଟର ଅଧ୍ୟକ୍ଷ ମନୋନୀତ ହୋଇଛନ୍ତି। ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ଭର୍ଚୁଆଲ ବୈଠକରେ ଶ୍ରୀ ମୋଦୀଙ୍କୁ ଅଧ୍ୟକ୍ଷ ଭାବେ ନାମିତ କରାଯାଇଥିଲା। ସେହି ଭର୍ଚୁଆଲ ବୈଠକରେ ଟ୍ରଷ୍ଟିମାନେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟ୍ରଷ୍ଟର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତଃ କେଶୁଭାଇ ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଟ୍ରଷ୍ଟିମାନେ ସର୍ବସମ୍ମତିକ୍ରମେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟ୍ରଷ୍ଟର ପରବର୍ତ୍ତୀ ଚେୟାରମ୍ୟାନ୍‍ ଭାବେ ମନୋନୀତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏହି ଦାୟିତ୍ୱ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories