www.samajalive.in
Saturday, December 13, 2025
26.1 C
Bhubaneswar

ଅଟୋକୁ ଧକ୍କା ଦେଲା ପିଚୁ ବୋଝେଇ ଡମ୍ପର, ପରିବାରର ୩ ମୃତ

ବୌଦ୍ଧ: ବୌଦ୍ଧ ଜିଲା ମାନମୁଣ୍ଡା – କଣ୍ଟାମାଳ ରାସ୍ତା ଗୋପାଳମାଳ ଛକ ନିକଟରେ ଗୁରୁବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋକୁ ପିଚୁ ବୋଝେଇ ଡମ୍ପର ଧକ୍କା ଦେଇଛି। ଫଳରେ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି। ମାଆ ସହ ପୁଅ ଓ ଝିଅଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡ଼ିଛି। ଅଟୋକୁ ଧକ୍କା ଦେବାପରେ ରାସ୍ତାକଡରେ ପିଚୁ ବୋଝେଇ ଡମ୍ପର ଓଲଟି ପଡ଼ିଛି। ଦୁର୍ଘଟଣା ସ୍ଥଳରୁ ଡମ୍ପର ଡ୍ରାଇଭର ଫେରାର ହୋଇଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories