www.samajalive.in
Tuesday, December 9, 2025
16.1 C
Bhubaneswar

ସର୍ବୋଚ୍ଚ ସ୍ତରରେ ସେନସେକ୍ସ-ନିଫ୍ଟି

ନୂଆଦିଲ୍ଲୀ: ଗୁରୁବାର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି ସେୟାର ବଜାର। ସେନସେକ୍ସ ପ୍ରଥମ ଥର ପାଇଁ ୫୦ହଜାର ଟପିଥିବା ବେଳେ। ନିଫ୍ଟି ବି ୧୪ହଜାର ପାର କରିଛି। ସେନସେକ୍ସରେ ପ୍ରଥମ ଥର ପାଇଁ ବମ୍ୱେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ୫୦,୧୨୬.୭୩ରେ ପହଞ୍ଚିବାରେ ସଫଳ ହୋଇଥିବା ବେଳେ ନିଫ୍ଟି -୫୦ ମଧ୍ୟ ୧୪,୭୦୦ ଅତିକ୍ରମ କରିଛି। ବିଗତ ୧୦ ମାସରେ ସେନସେକ୍ସ ଦ୍ୱିଗୁଣିତ ହୋଇଥିବା ସୂଚନା ରହିଛି।

- Advertisement -

ଆଜି ପ୍ରଥମ ଥର ପାଇଁ ୫୦,୦୦୦ରେ ଖୋଲିଥିଲା। ଯାହାକି ସେୟାର ବଜାରରେ ଇତିହାସ। ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବରେ ଜୋ ବାଇଡେନ ଶପଥ ଗ୍ରହଣ କରିବା ପରେ ଘରୋଇ ଷ୍ଟକ୍ ମାର୍କେଟରେ ଉତ୍ସାହ ଦେଖିବାକୁ ମିଳିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories