www.samajalive.in
Monday, December 8, 2025
17.1 C
Bhubaneswar

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସହର ସ୍ଥିତ ନେତାଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ମୁଖ୍ୟ ଅଥିତି ଭାବରେ ଉପ ଜିଲ୍ଲାପାଳ ନବରଙ୍ଗପୁର  ଭାସ୍କର ରଇତ ଯୋଗଦେଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରର୍ତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ରାଜେନ୍ଦ୍ର କୁମାର ମାଝୀ, ନୀଳକଣ୍ଠ ନାଏକ, ନବରଙ୍ଗପୁର ପୌରପାଳକାର ଜ୍ୟୋତି ପରିଚ୍ଛା ଓ ପୌରପାଳିକାର କର୍ମଚାରୀ, ସହରର ବରିଷ୍ଟ ନାଗରିକ ପ୍ରମୁଖ ଯୋଗଦେଇ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories