www.samajalive.in
Monday, December 15, 2025
17.1 C
Bhubaneswar

ସୁସ୍ଥ ହେଲେ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୬୨କୁ ବୃଦ୍ଧି

ଭୁବନେଶ୍ବର : ଶନିବାର  ରାଜ୍ୟରୁ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୬୨କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଝାରସୁଗୁଡାରୁ ସର୍ବାଧିକ ୩୩, ବରଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨୨ ଜଣ ଲେଖାଁଏ, ପୁରୀରୁ ୧୪, ନୂଆପଡାରୁ ୧୩, ଖୋର୍ଦ୍ଧାରୁ ୧୦, କଟକ ଓ ଯାଜପୁରରୁ ୮ ଜଣ ଲେଖାଁଏ, ବାଲେଶ୍ବରରୁ ୭, କୋରାପୁଟ ଓ ସୁବର୍ଣ୍ଣପୁରରୁ ୬ ଜଣ ଲେଖାଁଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ଭଦ୍ରକରୁ ୫, ଅନୁଗୋଳ ଓ ଗଜପତିରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ନୟାଗଡରୁ ୨ ଜଣ ଲେଖାଏଁ,  ବୌଦ୍ଧ, ଦେବଗଡ଼,  କେନ୍ଦୁଝର ଏବଂ ମୟୂରଭଞ୍ଜ ଓ ରାୟଗଡାରୁ ୧ ଜଣେ ଲେଖାଁଏ  କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୬୨କୁ ବୃଦ୍ଧି ପାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories