www.samajalive.in
Monday, December 15, 2025
15.1 C
Bhubaneswar

ଆଉ ୧୮୨ କରୋନା ଆକ୍ରାନ୍ତ ସୁସ୍ଥ : ୩ ଲକ୍ଷ ୩୧ ହଜାର ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ବର : ରବିବାର  ରାଜ୍ୟରୁ ଆଉ ୧୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୪୪ କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୩, ଅନୁଗୋଳ, ପୁରୀ ଓ ସମ୍ବଲପୁରରୁ ୧୯ ଜଣ ଲେଖାଁଏ, ନୂଆପଡାରୁ ୧୮, ବରଗଡ଼ରୁ ୧୫, କଟକରୁ ୧୪, ବାଲେଶ୍ବର ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଁଏ, ଯାଜପୁରରୁ ୭, ଝାରସୁଗୁଡା ଓ କୋରାପୁଟରୁ ୪ ଜଣ ଲେଖାଁଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

- Advertisement -

ସେହିପରି ବଲାଙ୍ଗୀର ଓ କେନ୍ଦ୍ରାପଡାରୁ ୩ ଜଣ ଲେଖାଁଏ, ଗଜପତି, ଗଞ୍ଜାମ  ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼, କେନ୍ଦୁଝର, ମାଲକାନଗିରିରୁ ଓ ରାୟଗଡାରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୪୪କୁ ବୃଦ୍ଧି ପାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories