www.samajalive.in
Sunday, December 14, 2025
19.1 C
Bhubaneswar

ଦେଶରେ ଆଉ ପଜିଟିଭ ୧୩,୨୦୩ ; ମୃତ ୧୩୧

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ଲଗାତାର ହ୍ରାସ ହେଉଥିବା ଦେଖାଯାଉଛି। ଦିନକରେ ୧୩,୨୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୬,୬୭,୭୩୬କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୧୩୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୩,୪୭୦ରେ ପହଞ୍ଚିଛି। ଦିନକରେ ୧୩, ୨୯୮ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ୧,୦୩,୩୦,୦୮୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୮୪,୧୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories