www.samajalive.in
Saturday, December 13, 2025
26.1 C
Bhubaneswar

ପୁଲିସ ଏନକାଉଣ୍ଟରରେ ୧୪ ନକ୍ସଲ ମୃତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଲିସ ଏନକାଉଣ୍ଟରରେ ୧୪ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଛି। ସୁକମା ଏସପି ଅଭିଷେକ ମୀନାଙ୍କ ସୂଚନା ଅନୁଯାୟୀ, ସୁକମା ଜିଲା କୋଣ୍ଟା ନୁଲକାତୁଙ୍ଗ ଗ୍ରାମରେ ପୁଲିସ-ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ମୃତାହତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ଭାବେ ଜଣାପଡ଼ି ନାହିଁ। ମୃତ ୧୪ ଜଣ ନକ୍ସଲଙ୍କର ଶବ ଉଦ୍ଧାର ହୋଇଛି। ସେମାନଙ୍କ ନିକଟରୁ ଅନେକ  ଗୁଳିଗୋଳା ସମେତ ୧୬ ଦେଶୀ ହତିଆର ଜବତ ହୋଇଛି। ନକ୍ସଲ୍‌ମାନେ ସେମାନଙ୍କ ସାଥୀଙ୍କ ମୃତ ଶରୀରକୁ ସାଙ୍ଗରେ ନେଇଯାଇଥିବା ଅନୁମାନ କରାଯାଉଛି।  ଜଙ୍ଗଲରେ ବର୍ତ୍ତମାନ ପର୍ଯ୍ୟନ୍ତ ସର୍ଚ୍ଚ ଅପରେସନ ଜାରି ରହିଛି। ସେଠାକୁ ଅଧିକ ସଂଖ୍ୟକ ସୁରକ୍ଷା କର୍ମୀଙ୍କୁ ପଠାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories