www.samajalive.in
Monday, December 8, 2025
27.1 C
Bhubaneswar

୭୨ତମ ସାଧାରଣତନ୍ତ୍ର ଦିବସ ; ଗାନ୍ଧୀମାର୍ଗରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ

ଭୁବନେଶ୍ୱର : ଆଜି ୭୨ତମ ଗଣତନ୍ତ୍ର ଦିବସ। ଏହି ଅବସରରେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ସମ୍ମାନିତ ଅତିଥି ଭାବେ ମୁଖ୍ୟମମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଅତିଥି ଭାବେ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଛନ୍ତି। ରାଜ୍ୟପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ହେବା ପରେ ରାଜ୍ୟସ୍ତରୀୟ ପରେଡ୍‍ ଅନୁଷ୍ଠିତ ହୋଇ ସାରିଛି। ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ଚଳିତ ବର୍ଷ ପରେଡ୍‍ ର ନେତୃତ୍ୱ ନେଇଛନ୍ତି କେସିଙ୍ଗା ଏସଡିପିଓ ଏସ୍‍ .ସୁଶ୍ରୀ। ରାଜ୍ୟସ୍ତରୀୟ ପରେଡ୍‍ ରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories