www.samajalive.in
Monday, December 8, 2025
13.1 C
Bhubaneswar

ଦିନକ ପରେ ସଂସଦ ଅଧିବେଶନ; ପ୍ରଥମ ଦିନରେ ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ: ଜାନୁଆରୀ ୨୯ରେ ୨୦୨୧-୨୨ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ସଂସଦରେ ଆଗତ ହେବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଆଗତ କରିବେ । ଦେଶର ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ନେତୃତ୍ବରେ ପ୍ରସ୍ତୁତ ଏହି ରପୋର୍ଟରୁ ବଜେଟ ରୂପରେଖ ସ୍ପଷ୍ଟ ହେବ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବଧୀନ ଏନଡିଏ ସରକାରଙ୍କ ଦ୍ବିତୀୟ କାର୍ୟ୍ୟାଳୟର ତୃତୀୟ ବଜେଟ (ଦ୍ବିତୀୟ ପୂର୍ଣ୍ଣାଙ୍ଗ ବଜେଟ) ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ପହିଲାରେ ଆଗତ କରିବେ ।

କୋରୋନା ସଙ୍କଟ ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅର୍ଥନୈତିକ ସର୍ଭେ ରିପୋର୍ଟ ଜରିଆରେ ଦେଶ ଅର୍ଥନୀତିର ସଫଳତା ଓ ଚ୍ୟାଲେଞ୍ଜର ପୃଷ୍ଠା ଖୋଲିବେ । ସାଧାରଣତଃ ଏହି ରିପୋର୍ଟରେ ଗତ ଆର୍ଥିକ ବର୍ଷରେ ଦେଶର ଅର୍ଥନୀତି କିଭଳି ରହିଥିଲା, ଆଗକୁ ସରକାରଙ୍କ ଯୋଜନା କଣ ରହିଛି ସେନେଇ ଦର୍ଶାଯାଇଥାଏ ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories