www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପିରେ ଯୋଗଦେଲେ ନରେଶ ଅଗ୍ରୱାଲ

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ପୂର୍ବତନ ବରିଷ୍ଠ ନେତା ନରେଶ ଅଗ୍ରୱାଲ ସୋମବାର ବିଜେପିରେ ଯୋଗଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ଉପସ୍ଥିତିରେ ନୂଆଦିଲ୍ଲୀରେ ବିଜେପି ମୁଖ୍ୟକାର୍ଯ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି। ଅଗ୍ରୱାଲ ପୂର୍ବରୁ ସମାଜବାଦୀ ପାର୍ଟିର ସାଧାରଣ ସମ୍ପାଦକ ଓ ରାଜ୍ୟସଭା ସଦସ୍ୟ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories