www.samajalive.in
Saturday, December 6, 2025
15.1 C
Bhubaneswar

ନିଆଁ ଲାଗି ୩ ବର୍ଷର ଝିଅ ଜୀବନ୍ତ ଦଗ୍ଧ ; ଆଉ ୩ ଗୁରୁତର

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜନଗର ବ୍ଲକ ଓକିଳପାଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ଶୁକ୍ରବାର ଖବର ମିଳିଛି। ଧାନଖଳାରେ ନିଆଁ ଲାଗି ପୋଡି ହୋଇ ୩ ବର୍ଷର ଝିଅ ଜୀବନ୍ତ ଦଗ୍ଧ ହୋଇଛି। ଏହାସହ ବାପା, ମାଆ ଓ ୧୨ ବର୍ଷର ଝିଅ ଗୁରୁତର ଅବସ୍ଥାରେ କଟକ ସ୍ଥାନନ୍ତର କରାଯାଇଛି। ଗୋଟିଏ ପରିବାର ସଭିଏଁ ଧାନ ଖଳାରେ ଶୋଇଥିବା ବେଳେ ଡିବିରୁ ନିଆଁ ଲାଗି ଏପରି ଅଘଟଣ ଘଟିଛି ବୋଲି ସନ୍ଦେହ କରାଯାଉଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories