www.samajalive.in
Sunday, December 7, 2025
23.1 C
Bhubaneswar

ଚାଷ କରିବାକୁ ଭଲପାଆନ୍ତି ‘ନୱାଜ’

ନୂଆଦିଲ୍ଲୀ : ହିନ୍ଦୀ ଚଳଚ୍ଚିତ୍ର ଜଗତରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତା ନୱାଜୁଦ୍ଦିନି ସିଦ୍ଦିକି ଚାଷ କରିବାକୁ ବେଶ୍‍ ଭଲପାଆନ୍ତି। ଉତ୍ତରପ୍ରଦେଶର ବୁଢାନାରେ ଜନ୍ମ ଗ୍ରହଣ କରିଥିବା ଏହି ଅଭିନେତା ଯେତେବେଳେ ବି ନିଜ ଗ୍ର୍ରାମକୁ ଯାଆନ୍ତି ସାଧାରଣ ଲୋକଙ୍କ ଭଳି ସେ ବିଲରେ ହଳ କରିଥାନ୍ତି। ସେ ଏବେ କଶାରାରେ କିଛି ଜମି କିଣି ସେଥିରେ ଚାଷ କରିବେ ବୋଲି ନୱାଜୁଦ୍ଦିନିଙ୍କ ଭାଇ ଶମସ ସିଦ୍ଦିକି କହିଛନ୍ତି। ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ବ୍ୟବସାୟିକ ଭିତ୍ତିରେ ଚାଷ କରିବା କଥା ସେ କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories