www.samajalive.in
Monday, December 15, 2025
15.1 C
Bhubaneswar

ଦିଲ୍ଲୀରେ ବିସ୍ଫୋରଣ: କିଛି କାର କ୍ଷତିଗ୍ରସ୍ତ, ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ: ଦିଲ୍ଲୀରେ ଥିବା ଇସ୍ରାଏଲ ଦୂତାବାସ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଦୂତାବାସ ବାହାରେ ଆଇଇଡି ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ କିଛି କାର୍ କ୍ଷତିଗ୍ରସ୍ତ ହୋଇଛି। ତେବେ ଦିଲ୍ଲୀର ଇସ୍ରାଏଲ୍‌ ଦୂତାବାସ ନିକଟରେ ହୋଇଥିବା ବିସ୍ଫୋରଣରେ କେହି ମୃତାହତ ହୋଇଥିବା ନେଇ କୌଣସି ସୂଚନା ମିଳିପାରିନାହିଁ। ଘଟଣା ସ୍ଥଳରେ ସ୍ପେଶାଲ ସେଲର ଏକ ଟିମ ଏବଂ ଦିଲ୍ଲୀ ପୁଲିସର ବରିଷ୍ଠ ଅଧିକାରୀମାନେ ପହଞ୍ଚି ଘଟଣାର ଛାନଭିନ୍ କରୁଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆଦିଲ୍ଲୀସ୍ଥିତ କୋଠା ନିକଟରେ ଇସ୍ରାଏଲ୍‌ ଦୂତାବାସ ରହିଛି ଏବଂ ସେହି କୋଠାର କିଛି କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories