www.samajalive.in
Monday, December 8, 2025
27.1 C
Bhubaneswar

ସରକାରୀ ଆଇଟିଆଇ ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି’ ଛାଡ : ଉପକୃତ ହେବେ ୩୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ବର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories