www.samajalive.in
Sunday, December 7, 2025
16.1 C
Bhubaneswar

ଯୁବ କଂଗ୍ରେସର ବିକ୍ଷୋଭ

ଫୁଲବାଣୀ : ପେଟ୍ରୋଲ୍‍, ଡ଼ିଜେଲ୍‍ ଦର ବୃଦ୍ଧି ଓ କଳା କୃଷିବିଲ୍‍ ତୁରନ୍ତ ପ୍ରତ୍ୟାହର ଦାବିରେ ଆଜି କନ୍ଧମାଳ ଯୁବ କଂଗ୍ରେସ ପକ୍ଷରୁ ଏକ ବିକ୍ଷୋଭ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କୋର୍ଟ ଛକଠାରୁ କଂଗ୍ରେସର ନେତା ଓ କର୍ମୀମାନେ ଏକ ଶୋଭାଯାତ୍ରାରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କନ୍ଧମାଳ ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢୀଙ୍କ ନେତୃତ୍ୱରେ ଜିଲା ସଭାପତି ଅନାମ ନାୟକ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ଯୁବନେତା ସୂର୍ଯ୍ୟକାନ୍ତ ଦାସ, ଶ୍ରମିକ ନେତା ଘନ କୁମାର ଶବର, ସଂଜୟ ଭଂଜନ, ସଂସାର ଭୋଇ, ହେମନ୍ତ କର, ମହିଳାନେତ୍ରୀ ସାଇବାଣି କହଁର, ଛାତ୍ର ନେତା ଅନୁପମ କହଁର, ଗୌର ଚନ୍ଦ୍ର ବେହେରା, ବଳଦେବ ବେହେରା, ଶିବ ଶଙ୍କର ବେହେରା, ମନିସ୍‍ ବେହେରା, ବସନ୍ତ ଦିଗାଲଙ୍କ ସମେତ କନ୍ଧମାଳ ଜିଲାର ସମସ୍ତ ବ୍ଳକର ଯୁବ କଂଗ୍ରେସର ସଭାପତିଙ୍କ ସମେତ ବହୁ କଂଗ୍ରେସ କର୍ମୀମାନେ ଉକ୍ତ ବିକ୍ଷୋଭରେ ସାମିଲ୍‍ ହୋଇଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories