www.samajalive.in
Monday, December 8, 2025
27.1 C
Bhubaneswar

ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ : ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୩୨ ହଜାର ୬୧୧କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର  ରାଜ୍ୟରୁ ଆଉ ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୬୧୧କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୬, ନୂଆପଡା ଓ ସମ୍ବଲପୁରରୁ ୧୪ ଜଣ ଲେଖାଁଏ, ଖୋର୍ଦ୍ଧାରୁ ୧୨, କଟକରୁ ୮, ବାଲେଶ୍ବରରୁ ୭, ଅନୁଗୋଳରୁ ୬, ଗଜପତି ଓ କେନ୍ଦୁଝରରୁ ୩ ଜଣ ଲେଖାଁଏ, ବଲାଙ୍ଗୀର, ବୌଦ୍ଧ ଓ ଜଗତସିଂହପୁରରୁ ୨ ଜଣ ଲେଖାଁଏ କାରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ମୟୂରଭଞ୍ଜ ଓ ନୟାଗଡରୁ ୨ ଜଣ ଲେଖାଁଏ, ଗଞ୍ଜାମ, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ ପୁଲରୁ  ୩ ଜଣ  କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୬୧୧କୁ ବୃଦ୍ଧି ପାଇଛି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories