www.samajalive.in
Sunday, December 7, 2025
14.1 C
Bhubaneswar

ପଟିଆ କଲେଜରେ ଉଚ୍ଚଶିକ୍ଷାମନ୍ତ୍ରୀ

ଚନ୍ଦ୍ରଶେଖରପୁର: ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ ମହାବିଦ୍ୟାଳୟରେ ଏକ ଉଦଘାଟନୀ ଉତ୍ସବରେ ଯୋଗଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ ରଜତ ଜୟନ୍ତୀ ମୁଖ୍ୟଦ୍ବାରକୁ ଉଦ୍‌ଘାଟନ କରିଥିଲେ। ଫଣି ବାତ୍ୟା ଯୋଗୁଁ କ୍ଷୟକ୍ଷତି ହୋଇଥିବା କଲେଜର ବିଜ୍ଞାନ ଭବନ ସମ୍ମିଳନୀ କକ୍ଷ ଓ ନବନିର୍ମାଣ ହଲ୍‌କୁ ମନ୍ତ୍ରୀ ଉଦଘାଟନ କରିଥିଲେ। ମହାବିଦ୍ୟାଳୟର ସବୁଜିମା, ଖେଳପଡ଼ିଆ, ଶୈକ୍ଷିକ ବ୍ୟବସ୍ଥା ଆଦି ସମୀକ୍ଷା କରିଥିଲେ। ଅଧ୍ୟକ୍ଷ ପ୍ରଶାନ୍ତ କୁମାର ରାଉତଙ୍କ ସଭାପତିତ୍ବରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୋ କଲେଜ ଅଭିଯାନର ସଦସ୍ୟ ତନ୍ମୟ ସ୍ବାଇଁ, ପୂର୍ବତନ କର୍ପୋରେଟର ଜୟନ୍ତୀ ଜେନା, ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଯୋଗଦେଇଥିଲେ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories