www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଦେହଜନକ ଅବସ୍ଥାରେ ଶ୍ରମିକଙ୍କ ମୃତ୍ୟୁ

ଚିକିଟି  : ଗଞ୍ଜାମ ଜିଲା ଅନ୍ତର୍ଗତ ଚିକିଟି ବ୍ଲକ ନିକଟ ସ୍ଥାନରେ ଏକ ଅଭାବନୀୟ ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ଚିକିଟି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ଅମ୍ବାଝୋଲା ଠାରୁ କାରଖାଳି ଆର. ଡ଼ି ରୋଡ ଏବଂ ପୋଲ କାମରେ ନିୟୋଜିତ ଜଣେ ଶ୍ରମିକଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ଧରାକୋଟ ବ୍ଲକ କମାଶାସନର ବୋଲି ଜଣାପଡ଼ିଛି। ବିଷାକ୍ତ ମଦ ପିଇ ତାଙ୍କର ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି । ତାଙ୍କ ମୃତ୍ୟୁକୁ ନେଇ କୌଣସି ସ୍ପଷ୍ଟତା ଏଯାଏଁ ମିଳିନାହିଁ। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରିନାହିଁ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories