www.samajalive.in
Saturday, December 13, 2025
14.1 C
Bhubaneswar

ଛତିଆରୁ ପଞ୍ଚମ ଶ୍ରେଣୀର ଛାତ୍ର ନିଖୋଜ

ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତାରାପୂର ପଞ୍ଚାୟତ ଛତିଆ ଗ୍ରାମର କଲାଇ ମୁଣ୍ଡାଙ୍କ ପଞ୍ଚମ ଶ୍ରେଣୀରେ ପଢ଼ୁଥିବା ପୁଅ ଅଭିମନ୍ୟୁ ମୁଣ୍ଡା(୧୨) ଗତ ୩୦ ତାରିଖରୁ ଗ୍ରାମରୁ ନିଖୋଜ ହୋଇଯାଇଛି। ବହୁ ଖୋଜା ଖୋଜି ପରେ ଅଭିମନ୍ୟୁର ପତ୍ତା ମିଳୁ ନ ଥିବାରୁ କଲାଇ ମୁଣ୍ଡା ପୁଲିସ ନିକଟରେ ନିଖୋଜ ମାମଲା ରୁଜ୍ଜୁ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା,

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories